ମାର୍କ 6:25 - ପବିତ୍ର ବାଇବଲ25 ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଗ୍ଭଲିଗଲା। ସେ ରାଜାଙ୍କୁ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ରଖି ବର୍ତ୍ତମାନ ଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ।। ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ। Viz kapitolaଓଡିଆ ବାଇବେଲ25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)25 ଝିଅ ଦୌଡ଼ି ଆସି ରାଜାଙ୍କୁ କହିଲା, “ଏହି ମୁହୂର୍ତ୍ତରେ ଦୀକ୍ଷାଦାତା ଯୋହନଙ୍କ ମୁଣ୍ଡ ଥାଳୀରେ ଆଣି ମୋତେ ଦିଅନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ। Viz kapitola |