ମାର୍କ 6:26 - ପବିତ୍ର ବାଇବଲ26 ରାଜା ହେରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦେବାକୁ ଶପଥ କରି ସାରିଥିଲେ। ସେଠାରେ ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ହେରୋଦଙ୍କ ଶପଥ ବିଷୟରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦେବା ପାଇଁ ହେରୋଦ ମନା କରିବାକୁ ଇଚ୍ଛା କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଏଥିରେ ରାଜା ଅତ୍ୟ; ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ନାସ୍ତି କରିବାକୁ ଇଚ୍ଛା କଲେ ନାହିଁ। Viz kapitolaଓଡିଆ ବାଇବେଲ26 ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)26 ଏହା ଶୁଣି ରାଜା ଅତିଶୟ ମର୍ମାହତ ହୋଇଥିଲେ, କିନ୍ତୁ ଅତିଥିମାନଙ୍କ ସମ୍ମୁଖରେ ଶପଥ କରିଥିବାରୁ ନାହିଁ କରି ପାରିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ। Viz kapitola |