ମାର୍କ 6:31 - ପବିତ୍ର ବାଇବଲ31 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅନ୍ତର ହୋଇ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର। କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା। Viz kapitolaଓଡିଆ ବାଇବେଲ31 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)31 ଏତେ ଜନସମାଗମ ଭିତରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ଖାଇବାକୁ ବେଳ ପାଉ ନ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଚାଲ, ଆମେ ଗୋଟିଏ ନିରୋଳା ସ୍ଥାନକୁ ଯିବା। ସେଠାରେ ତୁମେ କିଛି ସମୟ ବିଶ୍ରାମ ନେଇ ପାରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା। Viz kapitola |