ମାର୍କ 6:33 - ପବିତ୍ର ବାଇବଲ33 କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 କିନ୍ତୁ ଅନେକେ ସେମାନଙ୍କୁ ବାହାରିଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ। Viz kapitolaଓଡିଆ ବାଇବେଲ33 କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ । Viz kapitolaପବିତ୍ର ବାଇବଲ (CL) NT (BSI)33 ସେମାନେ ଯିବା ସମୟରେ ଅନେକ ଲୋକ ସେମାନଙ୍କୁ ଦେଖି ଚିହ୍ନି ପାରିଲେ। ଏଣୁ ସେମାନେ ବିଭିନ୍ନ ସ୍ଥାନରୁ ବାହାରି ଯୀଶୁ ଓ ତାଙ୍କ ଶିଷ୍ୟମାନେ ଯେଉଁ ସ୍ଥାନକୁ ଯାଉଥିଲେ, ଦୌଡ଼ି ଦୌଡ଼ି ସେଠାରେ ଆଗରୁ ଯାଇ ପହଞ୍ôଚଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ। Viz kapitola |