Online Bible

- Reklamy -




ମାର୍କ 6:35 - ପବିତ୍ର ବାଇବଲ

35 ସେତେବେଳେ ଦିନ ଗଡ଼ି ଯାଇଥିଲା। ତେଣୁ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି କହିଲେ, “ଏହା ଗୋଟିଏ ଜନଶୂନ୍ୟ ଜାଗା। ଦିନ ଗଡ଼ିଗଲାଣି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜ୍ଜନ, ପୁଣି ବହୁତ ବେଳ ହେଲାଣି;

Viz kapitola kopírovat

ଓଡିଆ ବାଇବେଲ

35 ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ବେଳ ଗଡ଼ି ଯାଉଥିବାର ଦେଖି, ଶିଷ୍ୟମାନେ ଯୀଶୁଙ୍କୁ ଆସି କହିଲେ, “ବହୁତ ବିଳମ୍ବ ହେଲାଣି ଏବଂ ଏ ଜାଗା ବଡ଼ ନିଛାଟିଆ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;

Viz kapitola kopírovat




ମାର୍କ 6:35

Následuj nás:

Reklamy


Reklamy