Online Bible

- Reklamy -




ମାର୍କ 6:36 - ପବିତ୍ର ବାଇବଲ

36 ତେଣୁ ଲୋକମାନଙ୍କୁ ଆଖ ପାଖ ପଲ୍ଲୀ ଓ ଗାଁଗୁଡ଼ିକୁ ପଠାଅ। ତା'ହେଲେ ସେଠାକୁ ଯାଇ ସେମାନେ ତାହାଙ୍କ ଖାଇବା ପାଇଁ କିଛି ଖାଦ୍ୟ କିଣି ଆଣି ପାରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ଲୋକମାନେ ଯେପରି ଚତୁର୍ଦ୍ଦିଗର ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

36 ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥି ନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସେମାନେ ନିକଟବର୍ତ୍ତୀ ଚାଷ ଘର ଓ ଗ୍ରାମମାନଙ୍କୁ ଯାଇ ଖାଦ୍ୟ କିଣି ଖାଆନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।

Viz kapitola kopírovat




ମାର୍କ 6:36

Následuj nás:

Reklamy


Reklamy