ମାର୍କ 6:37 - ପବିତ୍ର ବାଇବଲ37 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଖାଇବାକୁ ଦିଅ।” ଶିଷ୍ୟମାନେ ପଗ୍ଭରିଲେ, “ଆମ୍ଭେ କ’ଣ ଯାଇ ରୋଟୀ କିଣି ଆଣି ସେମାନଙ୍କୁ ଖାଇବାକୁ ଦେବୁ? ରୋଟୀ କିଣିବାକୁ ସେତିକି ଅର୍ଥ ଯୋଗାଡ଼ କରିବାକୁ ହେଲେ ଆମ୍ଭ ସମସ୍ତଙ୍କୁ ମାସେ କାଳ କାମ କରିବାକୁ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)37 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଶହେ ଟଙ୍କାର ରୋଟୀ କିଣି ଏମାନଙ୍କୁ ଭୋଜନ କରାଇବା? Viz kapitolaଓଡିଆ ବାଇବେଲ37 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କ'ଣ ଯାଇ ଶହେ ଟଙ୍କାର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା ? Viz kapitolaପବିତ୍ର ବାଇବଲ (CL) NT (BSI)37 ଯୀଶୁ ସେମାନଙ୍କୁ କହିଲେ, “ତୁମେ ନିଜେ ସେମାନଙ୍କୁ କିଛି ଖାଇବାକୁ ଦିଅ।” ସେମାନେ ପଚାରିଲେ, “ଆପଣ କ’ଣ କହୁଛନ୍ତି, ଆମେ ଦୁଇ ଶହ ଦୀନାର୍ ଦେଇ ରୋଟୀ କିଣି ଆଣି ଏମାନଙ୍କୁ ଖୁଆଇବା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା? Viz kapitola |