ମାର୍କ 6:38 - ପବିତ୍ର ବାଇବଲ38 ଯୀଶୁ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯାଇ ଦେଖ, ତୁମ୍ଭ ପାଖରେ କେତେଖଣ୍ଡ ରୋଟୀ ଅଛି?” ଶିଷ୍ୟମାନେ ରୋଟୀ ଗଣିସାରି ଯୀଶୁଙ୍କୁ କହିଲେ, “ଆମ୍ଭ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ଯାଇ ଦେଖ। ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି ଦୁଇଟି ମାଛ। Viz kapitolaଓଡିଆ ବାଇବେଲ38 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ଯାଇ ଦେଖ । ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚଟି, ପୁଣି, ଦୁଇଟି ମାଛ । Viz kapitolaପବିତ୍ର ବାଇବଲ (CL) NT (BSI)38 ଯୀଶୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି, ଦେଖି ଆସ।” ସେମାନେ ଦେଖି ଆସି ମାତ୍ର ପାଞ୍ଚ ରୋଟୀ ଓ ଦୁଇ ମାଛ ଅଛି ବୋଲି କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ। Viz kapitola |