Online Bible

- Reklamy -




ମାର୍କ 6:4 - ପବିତ୍ର ବାଇବଲ

4 ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ସ୍ଵଜ୍ଞାତି ଓ ସ୍ଵପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

4 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ଗ୍ରାମ, ପରିବାର ଓ ଆତ୍ମୀୟସ୍ୱଜନମାନଙ୍କ ବ୍ୟତୀତ ଅନ୍ୟ ସମସ୍ତଙ୍କ ଦ୍ୱାରା ସମ୍ମାନିତ ହୁଅନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”

Viz kapitola kopírovat




ମାର୍କ 6:4

Následuj nás:

Reklamy


Reklamy