ମାର୍କ 6:43 - ପବିତ୍ର ବାଇବଲ43 ସମସ୍ତେ ଖାଇ ସାରିବା ପରେ ଶିଷ୍ୟମାନେ ବଳକା ରୋଟୀ ଖଣ୍ଡ ଓ ମାଛ ଖଣ୍ଡଗୁଡ଼ିକୁ ବାରଟି ଟୋକେଇରେ ସମ୍ପୂର୍ଣ୍ଣ କରି ଭର୍ତ୍ତିକଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ଆଉ ସେମାନେ ଭଙ୍ଗା ରୋଟୀ ଉଠାଇ ବାର ଟୋକାଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ। Viz kapitolaଓଡିଆ ବାଇବେଲ43 ଆଉ ସେମାନେ ଭଙ୍ଗା ରୁଟି ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)43 ଏହାପରେ ଶିଷ୍ୟମାନେ ବଳି ଯାଇଥିବା ରୋଟୀ ଓ ମାଛ ଖଣ୍ଡଗୁଡ଼ିକୁ ସାଉଁଟି ବାର ଝୁଡ଼ି ପୂର୍ଣ୍ଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ। Viz kapitola |