ମାର୍କ 6:47 - ପବିତ୍ର ବାଇବଲ47 ସନ୍ଧ୍ୟା ହେବା ପରେ ମଧ୍ୟ ଡଙ୍ଗାଟି ହ୍ରଦ ମଝିରେ ଥିଲା ଓ ଯୀଶୁ ସ୍ଥଳ ଭାଗରେ ଏକୁଟିଆ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ। Viz kapitolaଓଡିଆ ବାଇବେଲ47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)47 ସନ୍ଧ୍ୟା ହୋଇ ଆସିବା ସମୟରେ ଯୀଶୁ ଏକାକୀ କୂଳରେ ଥିଲେ ଓ ନୌକାଟି ହ୍ରଦ ମଝିରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ। Viz kapitola |