Online Bible

- Reklamy -




ମାର୍କ 6:50 - ପବିତ୍ର ବାଇବଲ

50 ସମସ୍ତ ଶିଷ୍ୟମାନେ ଯେମିତି ତାହାଙ୍କୁ ଦେଖିଲେ ସେମାନେ ଡରିଗଲେ। ଯୀଶୁ ତୁରନ୍ତ ସେମାନଙ୍କୁ କହିଲେ, “ସାହସ ଧର। ଏହି ମୁଁ, ଭୟ କର ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

50 କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ। ମାତ୍ର ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ।

Viz kapitola kopírovat

ଓଡିଆ ବାଇବେଲ

50 କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‍ବିଗ୍ନ ହୋଇଥିଲେ । ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ , ଭୟ କର ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

50 ତାଙ୍କୁ ଦେଖି ସେମାନେ ଭୀତତ୍ରସ୍ତ ହେଲେ। ପର ମୁହୂର୍ତ୍ତରେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର - ଏଇ ମୁଁ, ଭୟ କର ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‌ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”

Viz kapitola kopírovat




ମାର୍କ 6:50

Následuj nás:

Reklamy


Reklamy