ମାର୍କ 6:53 - ପବିତ୍ର ବାଇବଲ53 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ହ୍ରଦପାରି ହୋଇ ଗିନ୍ନେସରତ୍ରେ ପହଞ୍ଚିଲେ। ସେମାନେ ଡଙ୍ଗାଟି ସେଠାରେ ବାନ୍ଧି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)53 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ। Viz kapitolaଓଡିଆ ବାଇବେଲ53 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ । Viz kapitolaପବିତ୍ର ବାଇବଲ (CL) NT (BSI)53 ହ୍ରଦ ଅତିକ୍ରମ କରି ସେମାନେ ଗିନେସରତ୍ରେ ପହଞ୍ôଚ କୂଳରେ ନୌକା ବାନ୍ଧି ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ସେମାନେ ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚି କୂଳରେ ନୌକା ବାନ୍ଧିଲେ। Viz kapitola |