ମାର୍କ 6:55 - ପବିତ୍ର ବାଇବଲ55 ତା'ପରେ ସେମାନେ ଯୀଶୁ ଆସିଥିବା ଖବର ଲୋକଙ୍କୁ ଦେବା ପାଇଁ ସେ ଅଞ୍ଚଳର ପ୍ରତ୍ୟେକ ସ୍ଥାନକୁ ଦୌଡ଼ିଗଲେ। ଯୀଶୁ ଯେଉଁ ସ୍ଥାନକୁ ଗଲେ, ସେଠାରେ ଖବର ବ୍ୟାପିଗଲା ଓ ସେଠାକୁ ଲୋକମାନେ ରୋଗୀମାନଙ୍କୁ ଖଟିଆରେ ନେଇ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)55 ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ55 ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)55 ତେଣୁ ଦୌଡ଼ି ଯାଇ ସେ ଅଞ୍ଚଳରେ ଥିବା ଶଯ୍ୟାଶାୟୀ ରୋଗୀମାନଙ୍କୁ ତାଙ୍କ ନିକଟକୁ ବୋହି ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT55 ସେହି ସମସ୍ତ ଅଞ୍ଚଳର ଚାରିଆଡ଼େ ଦୌଡ଼ିଗଲେ, ପୁଣି, ସେ ଯେଉଁ ଯେଉଁ ସ୍ଥାନରେ ଅଛନ୍ତି ବୋଲି ଶୁଣିଲେ, ସେହି ସେହି ସ୍ଥାନକୁ ପୀଡ଼ିତ ଲୋକମାନଙ୍କୁ ଖଟିଆରେ ବହି ଆଣିବାକୁ ଲାଗିଲେ। Viz kapitola |