Online Bible

- Reklamy -




ମାର୍କ 6:56 - ପବିତ୍ର ବାଇବଲ

56 ଯୀଶୁ ସେ ଅଞ୍ଚଳର ନଗର, ଗାଁ ଓ ପୁରପଲ୍ଲୀ ଯେଉଁଆଡ଼େ ଗଲେ, ଲୋକେ ରୋଗୀମାନଙ୍କୁ ସେଠାକାର ହାଟ ବଜାରରେ ଥୋଇ ଦେଇ ତାହାଙ୍କୁ ଅନୁରୋଧ କରୁଥିଲେ, ଯେ ସେ ତାହାଙ୍କ ପିନ୍ଧା ଲୁଗାରୁ ଟିକିଏ ସେମାନଙ୍କୁ ଛୁଇଁ ଦେବାକୁ ସୁଯୋଗ ଦିଅନ୍ତୁ। ଯେଉଁମାନେ ତାହାଙ୍କୁ ଛୁଇଁ ପାରିଲେ, ସେମାନେ ସମସ୍ତେ ସୁସ୍ଥ ହୋଇଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

56 ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଳୀରେ ପ୍ରବେଶ କଲେ, ଲୋକେ ସେହି ସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।

Viz kapitola kopírovat

ଓଡିଆ ବାଇବେଲ

56 ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହି ସବୁ ସ୍ଥାନର ହାଟବଜାର ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅଁନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

56 ଯୀଶୁ ଯେଉଁ ଗ୍ରାମ, ସହର ଓ ପଲ୍ଲୀ ଅଞ୍ଚଳରେ ପହଞ୍ôଚଲେ, ସେଠାରେ ହାଟ ବଜାରମାନଙ୍କରେ ଲୋକେ ପୀଡ଼ିତମାନଙ୍କୁ ରଖି ଅନ୍ତତଃ ତାଙ୍କ ବସ୍ତ୍ର ସ୍ପର୍ଶ କରିବାକୁ ତାଙ୍କର ଅନୁମତି ମାଗିଲେ ଏବଂ ତାଙ୍କ ପୋଷାକର ଧଡ଼ି ସ୍ପର୍ଶ କରିବା ମାତ୍ରେ ରୋଗୀମାନେ ସୁସ୍ଥ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ପୁଣି, ସେ ଯେଉଁ ଯେଉଁ ଗ୍ରାମ, ନଗର ବା ପଲ୍ଲୀରେ ପ୍ରବେଶ କଲେ, ଲୋକେ ସେହିସବୁ ସ୍ଥାନର ହାଟବଜାର-ମାନଙ୍କରେ ରୋଗୀମାନଙ୍କୁ ଥୋଇଦେଇ, ସେମାନେ ଯେପରି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଅନ୍ତି, ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ; ଆଉ ଯେତେ ଲୋକ ତାହାଙ୍କୁ ଛୁଇଁଲେ, ସମସ୍ତେ ସୁସ୍ଥ ହେଲେ।

Viz kapitola kopírovat




ମାର୍କ 6:56

Následuj nás:

Reklamy


Reklamy