ମାର୍କ 6:9 - ପବିତ୍ର ବାଇବଲ9 ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ। Viz kapitolaଓଡିଆ ବାଇବେଲ9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)9 ପାଦୁକା ଛଡ଼ା ଆଉ କିଛି ନିଅ ନାହିଁ। ରୋଟୀ ବା ପଇସା ବା ଝୁଲାମୁଣି କିମ୍ବା ଖଣ୍ଡେ ହେଲେ ଅଧିକା ବସ୍ତ୍ର ନିଅ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ସେମାନଙ୍କୁ ପାଦୁକା ପିନ୍ଧିବାକୁ କହିଲେ, ଦୁଇଟି ଅଙ୍ଗରଖା ପିନ୍ଧିବାକୁ ବାରଣ କଲେ। Viz kapitola |