ମାର୍କ 7:1 - ପବିତ୍ର ବାଇବଲ1 କେତେକ ଫାରୂଶୀ ଓ କେତେକ ଧର୍ମଶାସ୍ତ୍ରୀ ଯିରୁଶାଲମରୁ ଆସି ଯୀଶୁଙ୍କ ଗ୍ଭରିପଟେ ରୁଣ୍ତ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ। Viz kapitolaଓଡିଆ ବାଇବେଲ1 ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଯିରୂଶାଲମରୁ ଆସିଥିବା କେତେଜଣ ଫାରୂଶୀ ଓ ଶାସ୍ତ୍ରୀ ଯୀଶୁଙ୍କ ନିକଟରେ ଏକତ୍ରିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରେ ଫାରୂଶୀମାନେ ଓ ଯିରୂଶାଲମ ସହରରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ। Viz kapitola |