ମାର୍କ 7:13 - ପବିତ୍ର ବାଇବଲ13 ନିଜ ନିୟମ ପାଳିବା ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରି ତୁମ୍ଭେମାନେ ଲୋକମାନଙ୍କୁ ତାହା ପାଳିବାକୁ ଉପଦେଶ ଦେଉଛ। ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ପାଳିବା ମହତ୍ତ୍ୱପୂର୍ଣ୍ଣ ନୁହେଁ ବୋଲି ଉପଦେଶ ଦେଇ ତାହା ଏଡ଼େଇ ଦେଉଛ। ଏହିଭଳି ଅନେକ କାମ ତୁମ୍ଭେମାନେ କରୁଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ତୁମ୍ଭେମାନେ ସ୍ଵପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ। Viz kapitolaଓଡିଆ ବାଇବେଲ13 ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)13 ଏହିପରି ଭାବରେ ଅନ୍ୟକୁ ଦେଉଥିବା ତୁମର ଶିକ୍ଷା ଈଶ୍ୱରଙ୍କ ଆଜ୍ଞାକୁ ଲଙ୍ଘନ କରୁଛି। ଏହିଭଳି ଆହୁରି ଅନେକ କାର୍ଯ୍ୟ ତୁମେ କରୁଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।” Viz kapitola |