ମାର୍କ 7:14 - ପବିତ୍ର ବାଇବଲ14 ଯୀଶୁ ଲୋକମାନଙ୍କୁ ପୁଣି ପାଖକୁ ଡାକିଲେ। ସେ କହିଲେ ପ୍ରତ୍ୟେକ ଲୋକ ମୋର କଥା ଶୁଣ ଓ ବୁଝ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯୀଶୁ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ। Viz kapitolaଓଡିଆ ବାଇବେଲ14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁ ଆଉ ଥରେ ଲୋକମାନଙ୍କୁ ଡ଼ାକି କହିଲେ, “ମୋ’ କଥା ମନ ଦେଇ ଶୁଣ ଓ ବୁଝିବାକୁ ଚେଷ୍ଟା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ। Viz kapitola |