Online Bible

- Reklamy -




ମାର୍କ 7:19 - ପବିତ୍ର ବାଇବଲ

19 କାରଣ ଖାଦ୍ୟ ତା'ର ହୃଦୟକୁ ନ ଯାଇ ପେଟ ଭିତରକୁ ଯାଏ ଓ ପୁଣି ମଳ ଆକାରରେ ବାହାରକୁ ବାହାରି ଯାଏ।” ଏହା କହି ଯୀଶୁ ସମସ୍ତ ଖାଦ୍ୟ-ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବହିର୍ଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?

Viz kapitola kopírovat

ଓଡିଆ ବାଇବେଲ

19 କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କ'ଣ ବୁଝୁ ନାହଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 କାରଣ ତାହା ହୃଦୟରେ ପ୍ରବେଶ ନ କରି ଉଦରକୁ ଯାଏ ଏବଂ ପରିଶେଷରେ ଶରୀରରୁ ନିଷ୍କ୍ରାନ୍ତ ହୁଏ।” (ଏହା କହିବା ଦ୍ୱାରା ସମସ୍ତ ଖାଦ୍ୟ ପଦାର୍ଥ ଶୁଚି ବୋଲି ଯୀଶୁ ସୂଚାଇ ଦେଇଥିଲେ)

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ଶୌଚ ଦ୍ୱାରା ବର୍ହିଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?”

Viz kapitola kopírovat




ମାର୍କ 7:19

Následuj nás:

Reklamy


Reklamy