ମାର୍କ 7:2 - ପବିତ୍ର ବାଇବଲ2 ସେମାନେ ଯୀଶୁଙ୍କର କେତେକ ଶିଷ୍ୟଙ୍କୁ ଅପବିତ୍ର ହାତରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତିରେ ହାତ ନ ଧୋଇ ଖାଉଥିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବାର ଦେଖିଲେ। Viz kapitolaଓଡିଆ ବାଇବେଲ2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେମାନେ ଲକ୍ଷ୍ୟ କଲେ ଯେ, ଯୀଶୁଙ୍କ କେତେକ ଶିଷ୍ୟ ବିଧି ଅନୁଯାୟୀ ହାତ ଧୋଇ ଖାଉ ନାହାନ୍ତି। ଫାରୁଶୀମାନେ ଖାଇବା ପୂର୍ବରୁ ହାତ ଧୋଇବା ପାଇଁ ଯେଉଁ ନିୟମସବୁ କରିଥିଲେ, ଶିଷ୍ୟମାନେ ତାହା ପାଳନ କରୁ ନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବା ଦେଖିଲେ। Viz kapitola |