ମାର୍କ 7:26 - ପବିତ୍ର ବାଇବଲ26 ସେ ସ୍ତ୍ରୀ ଲୋକଟି ଗ୍ରୀକ୍ ଥିଲା। ସେ ସୁର ଫୈନୀକୀୟାଠାରେ ଜନ୍ମ ହୋଇଥିଲା। ସେ ତା’ ଝିଅଠାରୁ ଭୂତକୁ ବାହାର କରି ଦେବା ପାଇଁ ଯୀଶୁଙ୍କୁ ପ୍ରାର୍ଥନା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)26 ସେ ଥିଲା ସୁରଫୈନିକୀୟା ଅଞ୍ଚଳର ଜଣେ ଅଣଇହୁଦୀ। ତା’ ଝିଅଠାରୁ ଭୂତ ଛଡ଼ାଇବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା। ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା। Viz kapitola |