ମାର୍କ 7:27 - ପବିତ୍ର ବାଇବଲ27 ଯୀଶୁ ତାହାକୁ କହିଲେ, “ପ୍ରଥମେ ପିଲାମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ପିଲାମାନଙ୍କର ରୋଟୀ ନେଇ ଯାଇ କୁକୁରମାନଙ୍କ ଆଗରେ ଫିଙ୍ଗି ଦେବା ଠିକ୍ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ। Viz kapitolaଓଡିଆ ବାଇବେଲ27 ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)27 କିନ୍ତୁ ଯୀଶୁ ଉତ୍ତର ଦେଲେ, “ନିଜ ପିଲାମାନଙ୍କୁ ପ୍ରଥମେ ଖୁଆଇବାକୁ ହେବ। ପିଲାମାନଙ୍କ ଖାଦ୍ୟ ନେଇ କୁକୁରମାନଙ୍କ ଆଗରେ ପକାଇବା ଉଚିତ୍ ହେବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେଥିରେ ସେ ତାହାକୁ କହିଲେ, “ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ୍ ନୁହେଁ।” Viz kapitola |