Online Bible

- Reklamy -




ମାର୍କ 7:29 - ପବିତ୍ର ବାଇବଲ

29 ତା'ପରେ ଯୀଶୁ ସେହି ସ୍ତ୍ରୀଲୋକଟିକୁ କହିଲେ, “ଏହା ହିଁ ଉପଯୁକ୍ତ ଉତ୍ତର। ଏବେ ତୁମ୍ଭେ ଘରକୁ ଯାଇ ପାର। ଭୂତ ତୁମ୍ଭର ଝିଅକୁ ଛାଡ଼ି ଗ୍ଭଲି ଗଲାଣି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।

Viz kapitola kopírovat

ଓଡିଆ ବାଇବେଲ

29 ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ ତାକୁ କହିଲେ, “ଠିକ୍ କଥା, ବର୍ତ୍ତମାନ ଘରକୁ ଫେରିଯାଇ ଦେଖ, ତୁମ ଝିଅଠାରୁ ଭୂତ ଛାଡ଼ି ଯାଇଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସେଥିରେ ଯୀଶୁ ତାହାକୁ କହିଲେ, “ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି।”

Viz kapitola kopírovat




ମାର୍କ 7:29

Následuj nás:

Reklamy


Reklamy