ମାର୍କ 7:30 - ପବିତ୍ର ବାଇବଲ30 ସେହି ସ୍ତ୍ରୀ ଲୋକଟି ଘରକୁ ଯାଇ ଦେଖିଲା ଯେ ତାହାର ଝିଅ ଖଟରେ ଶୋଇଛି। ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଗ୍ଭଲି ଯାଇଛିା Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା। Viz kapitolaଓଡିଆ ବାଇବେଲ30 ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା । Viz kapitolaପବିତ୍ର ବାଇବଲ (CL) NT (BSI)30 ସ୍ତ୍ରୀ ଲୋକଟି ଘରକୁ ଫେରିଯାଇ ଦେଖିଲା ଯେ ତା’ ଝିଅଟି ବିଛଣାରେ ଶୋଇଛି ଏବଂ ପ୍ରକୃତରେ ଭୂତ ତାକୁ ଛାଡ଼ି ଚାଲି ଯାଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ସେ ଘରକୁ ଯାଇ ପିଲାଟି ଶଯ୍ୟାରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା। Viz kapitola |