ମାର୍କ 7:31 - ପବିତ୍ର ବାଇବଲ31 ତା'ପରେ ଯୀଶୁ ସୋର ଆଖ ପାଖ ଅଞ୍ଚଳ ଛାଡ଼ି ଦେକାପଲି ରାସ୍ତାରେ ସୀଦୋନ ହୋଇ ଗାଲିଲୀ ହ୍ରଦ ପାଖକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। Viz kapitolaଓଡିଆ ବାଇବେଲ31 ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲୀ ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 ତା’ପରେ ଯୀଶୁ ସୋର ଅଞ୍ଚଳରୁ ସୀଦୋନକୁ ପ୍ରସ୍ଥାନ କରି ସେଠାରୁ ଦେକାପଲ୍ଲୀ ପ୍ରଦେଶ ଭିତର ଦେଇ ଗାଲିଲୀ କୂଳରେ ଆସି ପହଞ୍ôଚଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ। Viz kapitola |