Online Bible

- Reklamy -




ମାର୍କ 7:32 - ପବିତ୍ର ବାଇବଲ

32 ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ, ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।

Viz kapitola kopírovat

ଓଡିଆ ବାଇବେଲ

32 ଆଉ ଲୋକ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ସେଠାରେ କେତେକ ଲୋକ ଜଣେ ବଧିରକୁ ଯୀଶୁଙ୍କ ନିକଟକୁ ଆଣିଲେ। ସେ ସ୍ପଷ୍ଟ କଥା କହିପାରୁ ନ ଥିଲା। ତା’ ଉପରେ ହାତ ଥୋଇବା ପାଇଁ ସେମାନେ ଯୀଶୁଙ୍କୁ ଅନୁରୋଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ।

Viz kapitola kopírovat




ମାର୍କ 7:32

Následuj nás:

Reklamy


Reklamy