ମାର୍କ 7:33 - ପବିତ୍ର ବାଇବଲ33 ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା'ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ, Viz kapitolaଓଡିଆ ବାଇବେଲ33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଆଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, Viz kapitolaପବିତ୍ର ବାଇବଲ (CL) NT (BSI)33 ଯୀଶୁ ତାକୁ ଏକାକୀ ଲୋକ ଗହଳିରୁ କିଛି ଦୂରକୁ ନେଇଗଲେ। ତା’ କାନରେ ଆଙ୍ଗୁଠି ଦେଇ, ଛେପ ପକାଇ ତା’ ଜିଭକୁ ଛୁଇଁଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ, Viz kapitola |