ମାର୍କ 7:34 - ପବିତ୍ର ବାଇବଲ34 ଯୀଶୁ ପୁଣି ସ୍ୱର୍ଗ ଆଡ଼କୁ ଗ୍ଭହିଁ ଦୀର୍ଘ ନିଶ୍ୱାସ ପକାଇଲେ। ସେ ଲୋକଟିକୁ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)34 ଆଉ ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଦୀର୍ଘ ନିଶ୍ଵାସ ପକାଇ ତାହାକୁ କହିଲେ, ‘ଇପ୍ପଥଃʼ, ଅର୍ଥାତ୍ ଫିଟିଯା। Viz kapitolaଓଡିଆ ବାଇବେଲ34 ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, 'ଇପ୍ପଥଃ', ଅର୍ଥାତ୍ ଫିଟିଯା । Viz kapitolaପବିତ୍ର ବାଇବଲ (CL) NT (BSI)34 ତତ୍ପରେ ସ୍ୱର୍ଗଆଡ଼କୁ ଉଦ୍ଧ୍ୱର୍ଦୃଷ୍ଟି କରି, ଦୀର୍ଘନିଶ୍ୱାସ ପକାଇ କହିଲେ, “ଇପ୍ପଥାଃ” ଅର୍ଥାତ୍ “ଫିଟିଯା”। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆଉ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଦୀର୍ଘ ନିଶ୍ୱାସ ପକାଇ ତାହାକୁ କହିଲେ, “ଇପ୍ପଥଃ,” ଅର୍ଥାତ୍ “ଫିଟିଯା।” Viz kapitola |