ମାର୍କ 7:35 - ପବିତ୍ର ବାଇବଲ35 “ଇପ୍ପଥଃ” ଅର୍ଥାତ ‘ଖୋଲିଯାଉ। ତତ୍କ୍ଷଣାତ୍ ତା'ର କାନ ଖୋଲିଗଲା। ଜିଭର ଗ୍ରନ୍ଥି ଖୋଲିଗଲା। ସେ ସ୍ପଷ୍ଟ ଭାବରେ କହି ପାରିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ଵାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟରୂପେ କଥା କହିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)35 ତତ୍କ୍ଷଣାତ୍ ଲୋକଟି ଶୁଣିବା ଶକ୍ତି ପାଇଲା, ତା’ର ମୂକ ଅବସ୍ଥା ଦୂର ହୋଇଗଲା ଏବଂ ସେ ସ୍ପଷ୍ଟଭାବେ କଥା କହିପାରିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ୱାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା। Viz kapitola |