Online Bible

- Reklamy -




ମାର୍କ 7:36 - ପବିତ୍ର ବାଇବଲ

36 ଯୀଶୁ ସେମାନଙ୍କୁ ଆଜ୍ଞା ଦେଲେ ଯେ ଏ ବିଷୟରେ କାହାକୁ କିଛି ଯେପରି ନ କୁହନ୍ତି। ଯୀଶୁ ସଦାବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସେମାନେ ଅନ୍ୟ କାହାକୁ ତାହାଙ୍କ ବିଷୟରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମରେ ଲୋକେ ତାହାଙ୍କ ବିଷୟରେ ଅଧିକରୁ ଅଧିକ ପ୍ରଗ୍ଭର କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।

Viz kapitola kopírovat

ଓଡିଆ ବାଇବେଲ

36 ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

36 ଏ ଘଟଣା ବିଷୟରେ ଅନ୍ୟମାନଙ୍କୁ କିଛି ନ ଜଣାଇବାକୁ ଯୀଶୁ ଲୋକମାନଙ୍କୁ ଆଦେଶ ଦେଲେ। କିନ୍ତୁ ଯୀଶୁ ଯେତିକି ବାରଣ କଲେ, ଲୋକେ ସେତିକି କହି ବୁଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।

Viz kapitola kopírovat




ମାର୍କ 7:36

Následuj nás:

Reklamy


Reklamy