Online Bible

- Reklamy -




ମାର୍କ 7:37 - ପବିତ୍ର ବାଇବଲ

37 ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ଆଉ, ଲୋକମାନେ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

37 ଯେଉଁମାନେ ଏସବୁ କଥା ଶୁଣିଲେ, ସେମାନେ ଅବାକ୍ ହୋଇ କହିଲେ, “ସେ କେତେ ଚମକ୍ରାରଭାବେ କାର୍ଯ୍ୟ କରୁଛନ୍ତି - ବଧିରକୁ ଶ୍ରବଣ ଶକ୍ତି, ମୂକକୁ ବାକ୍ ଶକ୍ତି ଦେଉଛନ୍ତି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।

Viz kapitola kopírovat




ମାର୍କ 7:37

Následuj nás:

Reklamy


Reklamy