ମାର୍କ 8:12 - ପବିତ୍ର ବାଇବଲ12 ଯୀଶୁ ଦୀର୍ଘନିଶ୍ୱାସ ନେଇ ଦୁଃଖ ପ୍ରକାଶ କରି କହିଲେ, “ତୁମ୍ଭେମାନେ କାହିଁକି ପ୍ରମାଣ ସ୍ୱରୂପ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଛ? ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କୁ ସେଭଳି କୌଣସି ପ୍ରମାଣ ଦିଆ ଯିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ। Viz kapitolaଓଡିଆ ବାଇବେଲ12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁଁ । Viz kapitolaପବିତ୍ର ବାଇବଲ (CL) NT (BSI)12 ଯୀଶୁ ଦୀର୍ଘନିଶ୍ୱାସ ତ୍ୟାଗ କରି କହିଲେ, “ଏ ଯୁଗର ଲୋକେ, ଅଲୌକିକ କାର୍ଯ୍ୟ ଦେଖିବା ପାଇଁ କାହିଁକି ଏତେ ବ୍ୟାକୁଳ? ତୁମ୍ଭମାନଙ୍କୁ ମୁଁ କହି ରଖୁଛି, ଏଭଳି ପ୍ରମାଣ ଏହି ଲୋକମାନଙ୍କୁ ଦିଆଯିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, “ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ୱେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ।” Viz kapitola |