Online Bible

- Reklamy -




ମାର୍କ 8:13 - ପବିତ୍ର ବାଇବଲ

13 ତା'ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ।

Viz kapitola kopírovat

ଓଡିଆ ବାଇବେଲ

13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକି ବାହାରିଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ନୌକାକୁ ଫେରି ଆସିଲେ ଏବଂ ହ୍ରଦର ଆରପାରିକୁ ଯାତ୍ରା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ।

Viz kapitola kopírovat




ମାର୍କ 8:13

Následuj nás:

Reklamy


Reklamy