ମାର୍କ 8:14 - ପବିତ୍ର ବାଇବଲ14 ସେମାନେ ଖାଇବା ପାଇଁ ଅଧିକ ଖାଦ୍ୟ ଆଣିବାକୁ ଭୁଲି ଯାଇଥିଲେ। ଯୀଶୁଙ୍କ ଶିଷ୍ୟମାନଙ୍କ ପାଖରେ ଖଣ୍ଡିଏ ମାତ୍ର ରୋଟୀ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଶିଷ୍ୟମାନେ ରୋଟୀ ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୋଟୀ ଥିଲା। Viz kapitolaଓଡିଆ ବାଇବେଲ14 ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)14 ଦିନେ ଶିଷ୍ୟମାନେ ସଙ୍ଗରେ ରୋଟୀ ନେବାକୁ ଭୁଲି ଯାଇଥିଲେ। ସେମାନଙ୍କ ପାଖରେ କେବଳ ଗୋଟିଏ ରୋଟୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା। Viz kapitola |