Online Bible

- Reklamy -




ମାର୍କ 8:17 - ପବିତ୍ର ବାଇବଲ

17 ସେମାନେ କ’ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସେମାନଙ୍କୁ କହିଲେ, “ରୋଟୀ ନାହିଁ ବୋଲି ତୁମ୍ଭେମାନେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭେମାନେ ଦେଖି ପାରୁନ କି ବୁଝି ପାରୁନ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?

Viz kapitola kopírovat

ଓଡିଆ ବାଇବେଲ

17 ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେମାନେ କଅଣ ଆଲୋଚନା କରୁଛନ୍ତି, ଜାଣିପାରି ଯୀଶୁ କହିଲେ, “ପାଖରେ ରୋଟୀ ନାହିଁ ବୋଲି ଏତେ ଆଲୋଚନା କରୁଛ କାହିଁକି? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣି ପାରୁ ନାହଁ କି ବୁଝି ପାରୁ ନାହଁ? ଏତେ ନିର୍ବୋଧ ତୁମ୍ଭେମାନେ!

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?

Viz kapitola kopírovat




ମାର୍କ 8:17

Následuj nás:

Reklamy


Reklamy