ମାର୍କ 8:22 - ପବିତ୍ର ବାଇବଲ22 ତା'ପରେ ସେମାନେ ବେଥ୍ସାଇଦା ଗ୍ଭଲି ଆସିଲେ। ସେଠାରେ କେତେକ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଅନ୍ଧକୁ ନେଇ ଆସିଲେ। ସେମାନେ ଯୀଶୁଙ୍କୁ ପ୍ରାର୍ଥନା କଲେ ଯେ ସେ ଅନ୍ଧକୁ କେବଳ ଛୁଇଁ ଦିଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ, ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ। Viz kapitolaଓଡିଆ ବାଇବେଲ22 ପରେ ସେମାନେ ବେଥ୍ସାଇଦାକୁ ଆସିଲେ । ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ । Viz kapitolaପବିତ୍ର ବାଇବଲ (CL) NT (BSI)22 ସେମାନେ ଯେତେବେଳେ ବେଥସାଇଦା ଗ୍ରାମରେ ପହଞ୍ଚିଲେ, ଲୋକମାନେ ଗୋଟିଏ ଅନ୍ଧକୁ ଯୀଶୁଙ୍କ ନିକଟକୁ ଆଣି ତାକୁ ସ୍ପର୍ଶ କରିବା ପାଇଁ ଅନୁରୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପରେ ସେମାନେ ବେଥ୍ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ। Viz kapitola |