ମାର୍କ 8:24 - ପବିତ୍ର ବାଇବଲ24 ସେହି ଲୋକଟି ଉପରକୁ ଗ୍ଭହିଁ କହିଲା, “ମୁଁ ଲୋକମାନଙ୍କୁ ଦେଖି ପାରୁଛି। ସେମାନେ ଗ୍ଭରିଆଡ଼େ ଗ୍ଭଲୁଥିବା ଗଛ ଭଳି ମୋତେ ଦେଖାଯାଉଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି। Viz kapitolaଓଡିଆ ବାଇବେଲ24 ସେ ଚାହିଁଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କ'ଣ ଚାଲୁଥିବା ଦେଖୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)24 ଲୋକଟି ଉପରକୁ ଚାହିଁ କହିଲା, “ହଁ, ଲୋକମାନଙ୍କୁ ଦେଖିପାରୁଛି। ସେମାନେ ଚଳନ୍ତା ଗଛ ପରି ଦେଖା ଯାଉଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେ ଚାହିଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କଅଣ ଚାଲୁଥିବା ଦେଖୁଅଛି। Viz kapitola |