Online Bible

- Reklamy -




ମାର୍କ 8:26 - ପବିତ୍ର ବାଇବଲ

26 ଯୀଶୁ ତାକୁ ଘରକୁ ପଠେଇ ଦେଲେ ଓ କହିଲେ, “ଗାଁ ଭିତରକୁ ତୁମ୍ଭେ ଏବେ ଆଦୌ ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

26 ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅନାହିଁଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ଯୀଶୁ ତାକୁ ସେହି ଗ୍ରାମକୁ ଫେରି ନ ଯିବାକୁ ଆଦେଶ ଦେଇ ତା’ ଘରକୁ ପଠାଇ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”

Viz kapitola kopírovat




ମାର୍କ 8:26

Následuj nás:

Reklamy


Reklamy