ମାର୍କ 8:3 - ପବିତ୍ର ବାଇବଲ3 କିଛି ନ ଖୁଆଇ, ସେମାନଙ୍କୁ ଯଦି ମୁଁ ପଠାଇ ଦିଏ, ତେବେ ସେମାନେ ମୂର୍ଚ୍ଛା ହୋଇ ରାସ୍ତାରେ ଢଳି ପଡ଼ିବେ। କେତେକ ଲୋକ ବହୁତ ଦୂରରୁ ଆସିଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି। Viz kapitolaଓଡିଆ ବାଇବେଲ3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)3 ସେମାନଙ୍କୁ ନ ଖୁଆଇ ଛାଡ଼ିଦେଲେ, ଫେରିଯିବାବେଳେ ସେମାନେ ଥକି ପଡ଼ିବେ। ସେମାନଙ୍କ ମଧ୍ୟରୁ କେତେକ ବହୁଦୂରରୁ ଆସିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।” Viz kapitola |