ମାର୍କ 8:31 - ପବିତ୍ର ବାଇବଲ31 ତା'ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁତ୍ଥାନ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ। Viz kapitolaଓଡିଆ ବାଇବେଲ31 ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)31 ଯୀଶୁ ଶିଷ୍ୟମାନଙ୍କୁ ବୁଝାଇ କହିଲେ, “ମନୁଷ୍ୟ ପୁତ୍ରଙ୍କୁ ବହୁ କଷ୍ଟ ଭୋଗିବାକୁ ପଡ଼ିବ। ଧର୍ମନେତା, ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନଙ୍କ ଦ୍ୱାରା ଉପେକ୍ଷିତ ହୋଇ ସେ ନିହତ ହେବେ। କିନ୍ତୁ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ। Viz kapitola |