Online Bible

- Reklamy -




ମାର୍କ 8:35 - ପବିତ୍ର ବାଇବଲ

35 କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।

Viz kapitola kopírovat

ଓଡିଆ ବାଇବେଲ

35 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

35 ଯେ କେହି ନିଜର ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ’ ପାଇଁ ଓ ଏହି ଶୁଭବାର୍ତ୍ତା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରେ, ସେ ପ୍ରକୃତରେ ତାହା ସୁରକ୍ଷା କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।

Viz kapitola kopírovat




ମାର୍କ 8:35

Následuj nás:

Reklamy


Reklamy