Online Bible

- Reklamy -




ମାର୍କ 9:13 - ପବିତ୍ର ବାଇବଲ

13 ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

13 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ସେ ଯାହାହେଉ, ମୁଁ ତୁମ୍ଭମାନଙ୍କୁ ଜଣାଇ ଦେଉଛି, ଏଲିୟ ଆସି ସାରିଛନ୍ତି ଏବଂ ଲୋକେ ତାଙ୍କ ପ୍ରତି ମନ ଇଚ୍ଛା ବ୍ୟବହାର କରିଛନ୍ତି। ଏହାଦ୍ୱାରା ତାଙ୍କ ବିଷୟରେ ଶାସ୍ତ୍ରରେ ଯାହା କୁହାଯାଇଛି, ତା’ ସବୁ ଘଟିଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।

Viz kapitola kopírovat




ମାର୍କ 9:13

Následuj nás:

Reklamy


Reklamy