Online Bible

- Reklamy -




ମାର୍କ 9:15 - ପବିତ୍ର ବାଇବଲ

15 ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଲୋକସମୂହ ତାହାଙ୍କୁ ଦେଖିବାମାତ୍ରେ ଅତିଶୟ ବିସ୍ମୟାନ୍ଵିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

15 ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ଲୋକେ ହଠାତ୍ ଯୀଶୁଙ୍କୁ ଦେଖି ବିସ୍ମିତ ହେଲେ ଏବଂ ଦୌଡ଼ିଯାଇ ତାଙ୍କୁ ନମସ୍କାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।

Viz kapitola kopírovat




ମାର୍କ 9:15

Následuj nás:

Reklamy


Reklamy