ମାର୍କ 9:18 - ପବିତ୍ର ବାଇବଲ18 ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ, ତାହାର ମୁହଁରୁ ଫେଣ ବାହାରେ ଓ ସେ ଦା; ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ। Viz kapitolaଓଡିଆ ବାଇବେଲ18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)18 ଭୂତ ତାକୁ ଥରେ ଥରେ ତଳେ ପକାଇ ଦିଏ। ସେତେବେଳେ ତା’ ମୁହଁରୁ ଫେଣ ବାହାରେ, ସେ ତା’ ଦାନ୍ତ ରଗଡ଼େ ଓ ତା’ ଦେହ ଅଚଳ ହୋଇଯାଏ। ଭୂତ ଛଡ଼ାଇବା ପାଇଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଲି, କିନ୍ତୁ ସେମାନେ କିଛି କରିପାରିଲେ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ। Viz kapitola |