ମାର୍କ 9:19 - ପବିତ୍ର ବାଇବଲ19 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ। Viz kapitolaଓଡିଆ ବାଇବେଲ19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ମୋ' ପାଖକୁ ଆଣ । Viz kapitolaପବିତ୍ର ବାଇବଲ (CL) NT (BSI)19 ଯୀଶୁ ସେମାନଙ୍କୁ କହିଲେ, “ତୁମେ କେଡ଼େ ଅଳ୍ପ ବିଶ୍ୱାସୀ। ତୁମ ସହିତ ମୁଁ ଆଉ କେତେ ଦିନ ରହିବି? କେତେ ଦିନ ଆଉ ମୁଁ ତୁମକୁ ସହ୍ୟ କରିବି? ପୁଅଟିକୁ ମୋ’ ପାଖକୁ ନେଇ ଆସ।” ସେମାନେ ଯୀଶୁଙ୍କ ନିକଟକୁ ତାକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ। Viz kapitola |