Online Bible

- Reklamy -




ମାର୍କ 9:20 - ପବିତ୍ର ବାଇବଲ

20 ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ତାହାଙ୍କୁ ଦେଖିବାମାତ୍ରେ ସେହି ଭୂତ ତାହାକୁ ଭୟଙ୍କରଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।

Viz kapitola kopírovat

ଓଡିଆ ବାଇବେଲ

20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ପ୍ରେତାତ୍ମା ଯୀଶୁଙ୍କୁ ଦେଖିବାକ୍ଷଣି ବାଳକକୁ ଅଚେତ କରିଦେଇ ତଳେ କଚାଡ଼ି ଦେଲା ଏବଂ ପିଲାଟି ପାଟିରୁ ଫେଣ କାଢ଼ି ତଳେ ଗଡ଼ିବାକୁ ଲାଗିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।

Viz kapitola kopírovat




ମାର୍କ 9:20

Následuj nás:

Reklamy


Reklamy