ମାର୍କ 9:23 - ପବିତ୍ର ବାଇବଲ23 ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରି ପାରନ୍ତି ! ବିଶ୍ଵାସୀ ପକ୍ଷରେ ସମସ୍ତ ହିଁ ସମ୍ଭବ। Viz kapitolaଓଡିଆ ବାଇବେଲ23 ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ ? ଯଦି କରି ପାରନ୍ତି ! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ । Viz kapitolaପବିତ୍ର ବାଇବଲ (CL) NT (BSI)23 ଯୀଶୁ କହିଲେ, “ହଁ! ଯେ ବିଶ୍ୱାସ କରେ, ତା’ ପକ୍ଷରେ ସବୁ ସମ୍ଭବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ। Viz kapitola |