ମାର୍କ 9:35 - ପବିତ୍ର ବାଇବଲ35 ଯୀଶୁ ବସିପଡ଼ିଲେ ଓ ବାରଜଣ ପ୍ରେରିତଙ୍କୁ ପାଖକୁ ଡାକିଲେ। ଯୀଶୁ କହିଲେ, “ଯଦି କେହି ସବୁଠାରୁ ବଡ଼ ହେବାକୁ ଗ୍ଭହେଁ ତେବେ ସେ ଅନ୍ୟ ସମସ୍ତଙ୍କୁ ତା’ ନିଜ ଅପେକ୍ଷା ବଡ଼ ମନେ କରୁ ଓ ସମସ୍ତଙ୍କର ସେବା କରୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେଥିରେ ଯୀଶୁ ଉପବେଶନ କରି ଦ୍ଵାଦଶଙ୍କୁ ଆହ୍ଵାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେଣସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। Viz kapitolaଓଡିଆ ବାଇବେଲ35 ସେଥିରେ ଯୀଶୁ ଉପବେଶ ନ କରିବାର ଜଣଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ । Viz kapitolaପବିତ୍ର ବାଇବଲ (CL) NT (BSI)35 ଯୀଶୁ ବସି ତାଙ୍କ ବାର ଜଣ ଶିଷ୍ୟଙ୍କୁ ପାଖକୁ ଡ଼ାକି ସେମାନଙ୍କୁ କହିଲେ, “ଯେ ପ୍ରଥମ ସ୍ଥାନ ଚାହେଁ, ସେ ପଛରେ ରହୁ ଏବଂ ସମସ୍ତଙ୍କର ସେବକ ହେଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ। Viz kapitola |