ମାର୍କ 9:36 - ପବିତ୍ର ବାଇବଲ36 ତା'ପରେ ଯୀଶୁ ଗୋଟିଏ ଛୋଟ ପିଲାକୁ ନେଇ ସେମାନଙ୍କ ଆଗରେ ଠିଆ କରାଇଲେ। ସେହି ପିଲାକୁ କୋଳରେ ନେଇ ସେ କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି, ଯୀଶୁ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, Viz kapitolaଓଡିଆ ବାଇବେଲ36 ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)36 ତା’ପରେ ସେ ଗୋଟିଏ ଶିଶୁକୁ ଆଣି ସମସ୍ତଙ୍କ ସମ୍ମୁଖରେ ଠିଆ କରାଇଲେ, ପୁଣି ତାକୁ କୋଳ କରି କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ, Viz kapitola |